इस जानकारी को छोड़ दें

ସିଧାସଳଖ ବିଷୟ ସୂଚୀକୁ ଯାଆନ୍ତୁ

ପ୍ରଶ୍ନ ୮

ଆମ ଦୁଃଖକଷ୍ଟ ପାଇଁ କʼଣ ପରମେଶ୍ୱର ଦାୟୀ ଅଟନ୍ତି ?

ଆମ ଦୁଃଖକଷ୍ଟ ପାଇଁ କʼଣ ପରମେଶ୍ୱର ଦାୟୀ ଅଟନ୍ତି ?

“ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ।”

ଆୟୁବ ୩୪:୧୦

“କେହି ପରୀକ୍ଷିତ ହେଲେ ମୋହର ଏହି ପରୀକ୍ଷା ଈଶ୍ୱରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ୱର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ ।”

ଯାକୁବ ୧:୧୩

“ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି ।”

୧ ପିତର ୫:୭

“ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି ।”

୨ ପିତର ୩:୯