इस जानकारी को छोड़ दें

ସିଧାସଳଖ ବିଷୟ ସୂଚୀକୁ ଯାଆନ୍ତୁ

ପ୍ରଶ୍ନ ୩

ବାଇବଲର ଲେଖକ କିଏ ?

ବାଇବଲର ଲେଖକ କିଏ ?

“ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ ।”

ଯାତ୍ରାପୁସ୍ତକ ୨୪:୪

“ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ ।”

ଦାନିୟେଲ ୭:୧

“ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ତାହା ମନୁଷ୍ୟର ବାକ୍ୟସ୍ୱରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ ।”

୧ ଥେସଲନୀକୀୟ ୨:୧୩

“ସମସ୍ତ ଶାସ୍ତ୍ର ଈଶ୍ୱରନିଶ୍ୱସିତ ଏବଂ ଶିକ୍ଷା, . . . ନିମନ୍ତେ ଉପକାରୀ  ।”

୨ ତୀମଥି ୩:୧୬

“କୌଣସି ଭାବବାଣୀ କେବେହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱରପ୍ରେରିତ ମନୁଷ୍ୟମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ ।”

୨ ପିତର ୧:୨୧