इस जानकारी को छोड़ दें

ସିଧାସଳଖ ବିଷୟ ସୂଚୀକୁ ଯାଆନ୍ତୁ

ପ୍ରଶ୍ନ ୧୨

ମରିଯାଇଥିବା ଲୋକଙ୍କ ପାଇଁ କିଛି ଆଶା ଅଛି କି ?

ମରିଯାଇଥିବା ଲୋକଙ୍କ ପାଇଁ କିଛି ଆଶା ଅଛି କି ?

“ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ . . . ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି ।”

ଯୋହନ ୫:୨୮, ୨୯

‘ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ।’

ପ୍ରେରିତ ୨୪:୧୫

“ମୁଁ କ୍ଷୁଦ୍ର ଓ ମହାନ୍‌ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।”

ପ୍ରକାଶିତ ବାକ୍ୟ ୨୦:୧୨, ୧୩