୧୫-୨୧ ଫେବୃୟାରୀ
ଗଣନା ପୁସ୍ତକ ୩-୪
ଗୀତ ୯୯ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଲେବୀୟମାନଙ୍କ ସେବା”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ଗଣ ୪:୧୫—ଆମଠାରେ ଈଶ୍ୱରଙ୍କ ପାଇଁ ଭୟ ଥିଲେ ଆମେ କʼଣ କରିବା ? (ପ୍ର୦୬-ହି ୮/୧ ପୃ ୨୪ ¶୧୩)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଗଣ ୪:୩୪-୪୯ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୨)
ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଶିକ୍ଷା ଉପକରଣ ବକ୍ସରୁ କୌଣସି ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୫)
ବାଇବଲ ଅଧ୍ୟୟନ: (୫ ମି.) ଖୁସିର ଖବର ପାଠ ୧୨ ¶୮ (ଶିଖାଇବା ଅଧ୍ୟୟନ ୧୩)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ବାର୍ଷିକ ସେବା ରିପୋର୍ଟ: (୧୫ ମି.) ଜଣେ ପ୍ରାଚୀନଙ୍କ ଦ୍ୱାରା ଭାଷଣ । ଏହି ରିପୋର୍ଟ ବିଷୟରେ ଶାଖା କାର୍ଯ୍ୟାଳୟରୁ ମିଳିଥିବା ଘୋଷଣା ପଢ଼ନ୍ତୁ । ତାʼପରେ, ପୂର୍ବରୁ ବଛାଯାଇଥିବା ଏପରି କିଛି ପ୍ରଚାରକଙ୍କ ସାକ୍ଷାତ୍କାର ନିଅନ୍ତୁ, ଯେଉଁମାନଙ୍କୁ ଗତ ବର୍ଷ ପ୍ରଚାର ସେବାରେ ଭଲ ଅନୁଭୂତି ମିଳିଥିଲା ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ରେମରେ ସ୍ଥିର ଅଧ୍ୟା ୧୬ ¶୧-୯, ଅଧିକ ବିବରଣୀ–୩୧
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୨୦ ଏବଂ ପ୍ରାର୍ଥନା