୧୪-୨୦ ଫେବୃୟାରୀ
୧ ଶାମୁୟେଲ ୩-୫
ଗୀତ ୧ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଯିହୋବା ମଙ୍ଗଳମୟ ଈଶ୍ୱର ଅଟନ୍ତି”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୧ଶାମୁ ୩:୩—କʼଣ ଶାମୁୟେଲ ପ୍ରକୃତରେ ମହାପବିତ୍ର ସ୍ଥାନରେ ଶୋଇଥିଲେ ? (ପ୍ର୦୫-ହି ୩/୧୫ ପୃ ୨୧ ¶୬)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୧ଶାମୁ ୩:୧-୧୮ (ଶିଖାଇବା ଅଧ୍ୟୟନ ୧୦)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)
ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ ପାଠ ୦୧ରୁ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୫)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପୁସ୍ତିକା ପାଠ ୦୩ ପଏଣ୍ଟ ନଂ. ୬ (ଶିଖାଇବା ଅଧ୍ୟୟନ ୧୪)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ଶାମୁୟେଲଙ୍କ ଜୀବନରୁ ଶିଖନ୍ତୁ”: (୧୫ ମି.) ଆଲୋଚନା; ଇତିହାସର ପୃଷ୍ଠାଗୁଡ଼ିକରୁ—ଶାମୁୟେଲ ନାମକ ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଦୁଃଖକଷ୍ଟ କେବେ ସମାପ୍ତି ହେବ କି ? ସମ୍ପୂର୍ଣ୍ଣ ଟ୍ରାକ୍ଟ
ଶେଷ ଟିପ୍ପଣୀ (୩ ମି.)
ଗୀତ ୪୪ ଏବଂ ପ୍ରାର୍ଥନା