୧୬-୨୨ ଜାନୁୟାରୀ
୧ ବଂଶାବଳୀ ୧-୩
ଗୀତ ୯୬ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ବାଇବଲରେ ଥିବା କଥାଗୁଡ଼ିକ କାହାଣୀ ନୁହେଁ, ଏହା ସତ ଘଟଣା”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୧ବଂଶା ୩:୧-୩—କିଛି ବଂଶାବଳୀରେ ସ୍ତ୍ରୀମାନଙ୍କ ନାମ କାହିଁକି ଲେଖାଯାଇଥିଲା ? (ଇନସାଇଟ୍-୧ ପୃ ୯୧୧ ¶୩-୪)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୧ବଂଶା ୧:୪୩-୫୪ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତା’ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୪)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତା’ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତା’ପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପାଠ ୦୮ ପଏଣ୍ଟ ନଂ. ୭ ଏବଂ କିଛି ଲୋକ କହନ୍ତି (ଶିଖାଇବା ଅଧ୍ୟୟନ ୮)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ଈଶ୍ବରଙ୍କ ବାକ୍ୟ ଉପରେ ନିଜ ବିଶ୍ବାସ ବଢ଼ାନ୍ତୁ”: (୧୫ ମି.) ଆଲୋଚନା ଏବଂ ଭିଡିଓ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୪
ଶେଷ ଟିପ୍ପଣୀ (୩ ମି.)
ଗୀତ ୮୯ ଏବଂ ପ୍ରାର୍ଥନା