୯-୧୫ ଜାନୁୟାରୀ
୨ ରାଜାବଳୀ ୨୪-୨୫
ଗୀତ ୬୦ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ସବୁବେଳେ ମନେରଖନ୍ତୁ ଯେ ସମୟ ବହୁତ କମ୍ ରହିଯାଇଛି”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୨ରାଜା ୨୪:୩, ୪—ଏହି ପଦଗୁଡ଼ିକରୁ ଆମକୁ ଯିହୋବାଙ୍କ ବିଷୟରେ କ’ଣ ଜଣାପଡ଼େ ? (ପ୍ର୦୫-ହି ୮/୧ ପୃ ୧୨ ¶୧)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୨ରାଜା ୨୪:୧-୧୭ (ଶିଖାଇବା ଅଧ୍ୟୟନ ୧୧)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ସମସ୍ୟାର ସମାଧାନ—ରୋମୀ ୧୨:୧୮ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।
ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତା’ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । (ଶିଖାଇବା ଅଧ୍ୟୟନ ୧୫)
ପୁନଃସାକ୍ଷାତ: (୫ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତା’ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାଙ୍କ ସହ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକାର ପାଠ ୧ରୁ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୯)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ମଣ୍ଡଳୀର ଆବଶ୍ୟକତା: (୧୫ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ବହି ଭାଗ ୨ରେ ଆପଣ କ’ଣ ଶିଖିଲେ ?
ଶେଷ ଟିପ୍ପଣୀ (୩ ମି.)
ଗୀତ ୫୪ ଏବଂ ପ୍ରାର୍ଥନା