୧୨-୧୮ ଜୁଲାଇ
ଦ୍ୱିତୀୟ ବିବରଣ ୧୩-୧୫
ଗୀତ ୩୮ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଯିହୋବା ଗରିବ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନିୟମ ଦେଲେ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ଦ୍ୱିବି ୧୪:୨୧—ଛେଳି ଛୁଆକୁ ତାʼ ମା କ୍ଷୀରରେ ନ ସିଝାଇବା ପାଇଁ ଦିଆଯାଇଥିବା ନିୟମରୁ ଆମେ କʼଣ ଶିଖିପାରିବା ? (ପ୍ର୦୬-ହି ୪/୧ ପୃ ୩୧)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଦ୍ୱିବି ୧୩:୧-୧୮ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ଦୁଃଖକଷ୍ଟ—୧ଯୋହ ୫:୧୯ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।
ପୁନଃସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୬)
ପୁନଃସାକ୍ଷାତ: (୫ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଶିକ୍ଷା ଉପକରଣ ବକ୍ସରୁ କୌଣସି ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ଚିନ୍ତିତ ହୁଅ ନାହିଁ”: (୧୫ ମି.) ଆଲୋଚନା; ଗରିବ ଅବସ୍ଥାରେ ଥିବା ସତ୍ତ୍ୱେ ଆପଣଙ୍କ ପ୍ରେମ କଦାପି ଶେଷ ନ ହେଉ—କଙ୍ଗୋ ନାମକ ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଶୁଣ ଓ ଜୀବନ ପାଅ ଭାଗ ୧୩ ଓ ୧୪, ପୃ ୨୮-୩୨
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୨୭ ଏବଂ ପ୍ରାର୍ଥନା