୧-୭ ଅଗଷ୍ଟ
୧ ରାଜାବଳୀ ୧-୨
ଗୀତ ୯୮ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“କʼଣ ଆପଣ ନିଜ ଭୁଲରୁ ଶିଖନ୍ତି ?”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୧ରାଜା ୨:୩୭, ୪୧-୪୬—ଶିମୀୟିର ଭୁଲରୁ ଆମେ କʼଣ ଶିଖୁ ? (ପ୍ର୦୫-ହି ୭/୧ ପୃ ୩୦ ¶୧)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୧ରାଜା ୧:୨୮-୪୦ (ଶିଖାଇବା ଅଧ୍ୟୟନ ୨)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୧)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାଙ୍କୁ ରାଜ୍ୟଘରେ କʼଣ ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ସଭାକୁ ନିମନ୍ତ୍ରଣ କରନ୍ତୁ । (ଶିଖାଇବା ଅଧ୍ୟୟନ ୨୦)
ଭାଷଣ: (୫ ମି.) ରାଜ୍ୟ ସେବା (ହିନ୍ଦୀ) ୧/୧୫ ପୃ ୨ ¶୧-୩—ବିଷୟ: ଯେଉଁମାନେ ଭଲଭାବେ ପ୍ରଚାର କରନ୍ତି ସେମାନଙ୍କଠାରୁ ଶିଖନ୍ତୁ । (ଶିଖାଇବା ଅଧ୍ୟୟନ ୧୩)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ନୂଆ ସେବା ବର୍ଷ ପାଇଁ ଲକ୍ଷ୍ୟ ରଖନ୍ତୁ—‘ରାଜ୍ୟ ପ୍ରଚାରକଙ୍କ ପାଇଁ ସ୍କୁଲ’ ପାଇଁ ଯାଆନ୍ତୁ”: (୭ ମି.) ଆଲୋଚନା; ଯିହୋବାଙ୍କ ଉପରେ ବିଶ୍ୱାସ ରଖନ୍ତୁ ଏବଂ ପଦକ୍ଷେପ ନିଅନ୍ତୁ—ରାଜ୍ୟ ପ୍ରଚାରକଙ୍କ ପାଇଁ ସ୍କୁଲକୁ ଯାଆନ୍ତୁ ନାମକ ଭିଡିଓ ଦେଖାନ୍ତୁ ।
“ନୂଆ ସେବା ବର୍ଷ ପାଇଁ ଲକ୍ଷ୍ୟ ରଖନ୍ତୁ—ସଂଗଠନର ନିର୍ମାଣ କାମରେ ଭାଗ ନିଅନ୍ତୁ”: (୮ ମି.) ଆଲୋଚନା; ଯିହୋବାଙ୍କ ଉପରେ ବିଶ୍ୱାସ ରଖନ୍ତୁ ଏବଂ ପଦକ୍ଷେପ ନିଅନ୍ତୁ—ସଂଗଠନର ନିର୍ମାଣ କାମରେ ଭାଗ ନିଅନ୍ତୁ ନାମକ ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୪
ଶେଷ ଟିପ୍ପଣୀ (୩ ମି.)
ଗୀତ ୨୪ ଏବଂ ପ୍ରାର୍ଥନା