୧୦-୧୬ ଜୁଲାଇ
ଏଜ୍ରା ୭-୮
ଗୀତ ୮୨ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଏଜ୍ରା ନିଜ ଜୀବନ ଶୈଳୀ ଦ୍ୱାରା ଯିହୋବାଙ୍କ ମହିମା କଲେ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ଏଜ୍ରା ୮:୧—ବାବିଲରେ ରହୁଥିବା ଅନେକ ଯିହୁଦୀ ଏଜ୍ରାଙ୍କ ସହ ଯିରୂଶାଲମକୁ ଫେରିବା ପାଇଁ କାହିଁକି ଚାହୁଁ ନ ଥିଲେ ? (ପ୍ର୦୬ ୧/୧୫-ହି ପୃ ୧୯-୨୦ ¶୯)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଏଜ୍ରା ୮:୨୧-୩୬ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ଦୁଃଖକଷ୍ଟ—୧ଯୋହ ୫:୧୯ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।
ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ବିଷୟରେ କହନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ ) ଓ ତାʼ ଉପରେ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୪)
ପୁନଃସାକ୍ଷାତ: (୫ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଓ ଦେଖାନ୍ତୁ ଯେ ଆମେ ବାଇବଲ ଅଧ୍ୟୟନ କିପରି କରୁ । (ଶିଖାଇବା ଅଧ୍ୟୟନ ୧୧)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ମଣ୍ଡଳୀର ଆବଶ୍ୟକତା: (୧୫ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୦ ପଏଣ୍ଟ ନଂ. ୧-୫ ଏବଂ “କʼଣ ଆପଣ ଜାଣନ୍ତି ?” ବକ୍ସରେ ଦିଆଯାଇଥିବା ନିଜ ପିଲାଙ୍କୁ ସୁରକ୍ଷା ଦିଅନ୍ତୁ ଭିଡିଓ
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୩୪ ଏବଂ ପ୍ରାର୍ଥନା