୧୪-୨୦ ଅଗଷ୍ଟ
ନିହିମୀୟା ୮-୯
ଗୀତ ୧୧୦ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ ‘ଯିହୋବା ଦେଉଥିବା ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ’ ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ବାଇବଲ ପଠନ: (୪ ମି.) ନିହିମୀୟା ୮:୧-୧୨ (ଶିଖାଇବା ଅଧ୍ୟୟନ ୧୦)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୩)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ ସଭା ପାଇଁ ଡାକନ୍ତୁ ଏବଂ ରାଜ୍ୟଘରେ କʼଣ ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ ) । (ଶିଖାଇବା ଅଧ୍ୟୟନ ୧୧)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ୧୧ ପଏଣ୍ଟ ନଂ. ୫ ଏବଂ କିଛି ଲୋକ କହନ୍ତି (ଶିଖାଇବା ଅଧ୍ୟୟନ ୮)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ପରିବାରର ଖୁସିରେ ଆପଣଙ୍କ ସହଯୋଗ”: (୧୫ ମି.) ଆଲୋଚନା ଓ ଭିଡିଓ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୪
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୨୩ ଏବଂ ପ୍ରାର୍ଥନା