୧୭-୨୩ ଜୁଲାଇ
ଏଜ୍ରା ୯-୧୦
ଗୀତ ୮୯ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଆଜ୍ଞା ନ ମାନିବାର ଖରାପ ପରିଣାମ”: (୧୦ ମି.)
ବହୁମୂଲ୍ୟ ଧନ: (୧୦ ମି.)
ଏଜ୍ରା ୧୦:୪୪—ଇସ୍ରାଏଲର ପୁରୁଷମାନେ ସେମାନଙ୍କ ସ୍ତ୍ରୀ ଓ ପିଲାମାନଙ୍କୁ କାହିଁକି ସେମାନଙ୍କ ଦେଶକୁ ଫେରାଇ ଦେଲେ ? (ପ୍ର୦୬-ହି ୧/୧୫ ପୃ ୨୦ ¶୨)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଏଜ୍ରା ୯:୧-୯ (ଶିଖାଇବା ଅଧ୍ୟୟନ ୨)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରିବା ପାଇଁ ଦୁଃଖକଷ୍ଟ କେବେ ସମାପ୍ତି ହେବ କି ? ଟ୍ରାକ୍ଟକୁ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୩)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । ସେହି ବ୍ୟକ୍ତିକୁ ସଭା ପାଇଁ ଡାକନ୍ତୁ ଏବଂ ରାଜ୍ୟଘରେ କʼଣ ହୁଏ ? ଭିଡିଓ ବିଷୟରେ କହନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ ) ଓ ତାʼ ଉପରେ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୬)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୧ ¶୧ ଏବଂ ପଏଣ୍ଟ ନଂ. ୧-୩ (ଶିଖାଇବା ଅଧ୍ୟୟନ ୧୪)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ଆଜ୍ଞା ମାନିଲେ ସୁରକ୍ଷା ହୁଏ (୨ଥେସ ୧:୮): (୧୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ହର୍ମିଗିଦ୍ଦୋନ୍ ପୂର୍ବରୁ କʼଣ କʼଣ ହେବ ?
ଆଜି ଆଜ୍ଞା ମାନିଲେ ଆମକୁ କʼଣ ଲାଭ ହୁଏ ?
ହର୍ମିଗିଦ୍ଦୋନ୍ ଓ ଆଜ୍ଞା ମାନିବା ମଧ୍ୟରେ କʼଣ ସମ୍ପର୍କ ଅଛି ?
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୦ ପଏଣ୍ଟ ନଂ. ୬-୭ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୩୩ ଏବଂ ପ୍ରାର୍ଥନା