୨୮ ଅଗଷ୍ଟ–୩ ସେପ୍ଟେମ୍ବର
ନିହିମୀୟା ୧୨-୧୩
ଗୀତ ୩୪ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଭଲ ସାଙ୍ଗ ବାଛନ୍ତୁ, ଯିହୋବାଙ୍କ ବିଶ୍ୱସ୍ତ ରହନ୍ତୁ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ନିହି ୧୩:୧୦—ମନ୍ଦିରର ଗାୟକମାନେ ମଧ୍ୟ ଲେବୀୟ ଥିଲେ, ତାହେଲେ ଏହି ପଦରେ ସେମାନଙ୍କୁ ଲେବୀୟମାନଙ୍କଠାରୁ ଅଲଗା କାହିଁକି କୁହାଯାଇଛି ? (ଇନସାଇଟ୍-୨ ପୃ ୪୫୨ ¶୯)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ନିହି ୧୨:୨୭-୩୯ (ଶିଖାଇବା ଅଧ୍ୟୟନ ୨)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତି ଜଣକୁ ଆମ ୱେବସାଇଟ୍ ବିଷୟରେ କୁହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୬)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ କହନ୍ତୁ ଯେ ଆମେ ଲୋକମାନଙ୍କୁ ବାଇବଲରୁ ବି ଶିଖାଉ । ତାʼପରେ ତାଙ୍କୁ ବାଇବଲରୁ ଶିଖନ୍ତୁ ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୩)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୧: ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ (ଶିଖାଇବା ଅଧ୍ୟୟନ ୨୦)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ମଣ୍ଡଳୀର ଆବଶ୍ୟକତା: (୫ ମି.)
“ଯିହୋବାଙ୍କ ଭଳି ଅଟଳ ପ୍ରେମ ଦେଖାନ୍ତୁ”: (୧୦ ମି.) ଆଲୋଚନା ଓ ଭିଡିଓ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୫ ପଏଣ୍ଟ ନଂ. ୫ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ
ଶେଷ ଟିପ୍ପଣୀ (୩ ମି.)
ଗୀତ ୮୪ ଏବଂ ପ୍ରାର୍ଥନା