୩-୯ ଜୁଲାଇ
ଏଜ୍ରା ୪-୬
ଗୀତ ୧୪୮ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“କାମରେ ଦଖଲ ଦିଅନ୍ତୁ ନାହିଁ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ଏଜ୍ରା ୬:୧୩—“ନଦୀ ସେପାରିସ୍ଥ,” ବାଇବଲରେ ଲେଖାଥିବା ଏହି କଥାରୁ କʼଣ ପ୍ରମାଣିତ ହୁଏ ? (ପ୍ର୯୩-ଇଂ ୬/୧୫ ପୃ ୩୨ ¶୩-୫)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଏଜ୍ରା ୪:୮-୨୪ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା । ପ୍ରଥମ ସାକ୍ଷାତ: ଦୁଃଖକଷ୍ଟ—ଯାକୁ ୧:୧୩ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।
ପ୍ରଥମ ସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତି ଜଣକୁ ଆମ ୱେବସାଇଟ୍ ବିଷୟରେ କହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧)
ପ୍ରଥମ ସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ କହନ୍ତୁ ଯେ ଆମେ ଲୋକମାନଙ୍କୁ ବାଇବଲରୁ ବି ଶିଖାଉ । ତାʼପରେ ତାଙ୍କୁ ବାଇବଲରୁ ଶିଖନ୍ତୁ ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୯)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ଖୁସିର ଖବରର ପକ୍ଷ ନେବା ଓ ତାହାକୁ ଆଇନ ମାନ୍ୟତା କରାଇବା”: (୧୫ ମି.) ଆଲୋଚନା ଏବଂ ଭିଡିଓ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୪୯ ପଏଣ୍ଟ ନଂ ୬ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୩୦ ଏବଂ ପ୍ରାର୍ଥନା