୭-୧୩ ଅଗଷ୍ଟ
ନିହିମୀୟା ୫-୭
ଗୀତ ୧୭ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ନିହିମୀୟା ସେବା କରାଇଲେ ନାହିଁ ବରଂ ସେବା କଲେ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ନିହି ୬:୧୩—ଯଦି ନିହିମୀୟା ମନ୍ଦିରରେ ଯାଇ ଲୁଚିଥାʼନ୍ତେ, ତାହେଲେ ଏହା କାହିଁକି ଗୋଟିଏ ପାପ ହୁଅନ୍ତା ? (ପ୍ର୦୭-ହି ୭/୧ ପୃ ୩୦ ¶୧୫)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ନିହି ୫:୧-୧୩ (ଶିଖାଇବା ଅଧ୍ୟୟନ ୨)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ବିଷୟରେ କହନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ ) ଓ ତାʼ ଉପରେ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୯)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ବ୍ୟକ୍ତି ଜଣକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୬)
ଭାଷଣ: (୫ ମି.) ପ୍ର୧୩-ହି ୫/୧୫ ପୃ ୭ ¶୧୭-୧୯—ବିଷୟ: ସଫଳ ପ୍ରଚାରକମାନେ ପରସ୍ପରକୁ ସାହାଯ୍ୟ କରନ୍ତି । (ଶିଖାଇବା ଅଧ୍ୟୟନ ୨୦)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ସେମାନେ ଆମ ପାଇଁ କଠିନ ପରିଶ୍ରମ କରନ୍ତି”: (୧୫ ମି.) ଆଲୋଚନା ଓ ଭିଡିଓ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୩
ଶେଷ ଟିପ୍ପଣୀ (୩ ମି.)
ଗୀତ ୩୫ ଏବଂ ପ୍ରାର୍ଥନା