୧୩-୧୯ ଡିସେମ୍ବର
ବିଚାରକର୍ତ୍ତା ୮–୯
ଗୀତ ୧୨୫ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଗର୍ବ ନ କରି ନମ୍ର ହୁଅନ୍ତୁ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ବିଚା ୮:୨୭—ଗିଦିୟୋନ୍ ଯେଉଁ ଏଫୋଦ ତିଆରି କଲା, କʼଣ ସେ ତାର ପୂଜା କରିବାକୁ ଲାଗିଲା ? (ଇନସାଇଟ୍-୧ ପୃ ୭୫୩ ¶୧)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ବିଚା ୮:୨୮–୯:୬ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପୁନଃସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୯)
ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ, ଏବଂ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୨୦)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପୁସ୍ତିକା ପାଠ ୦୨ ପଏଣ୍ଟ ୪ (ଶିଖାଇବା ଅଧ୍ୟୟନ ୧୩)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ସଂଗଠନକୁ ମିଳିଥିବା ସଫଳତା: (୫ ମି.) ଡିସେମ୍ବର ମାସର ସଂଗଠନକୁ ମିଳିଥିବା ସଫଳତା ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ଆବଶ୍ୟକତା: (୧୦ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୨, ପ୍ରଶ୍ନ ୧-୩, ପୃ ୨୪-୨୫
ଶେଷ ଟିପ୍ପଣୀ (୩ ମି.)
ଗୀତ ୪୧ ଏବଂ ପ୍ରାର୍ଥନା