୨୭ ଡିସେମ୍ବର ୨୦୨୧–୨ ଜାନୁୟାରୀ ୨୦୨୨
ବିଚାରକର୍ତ୍ତା ୧୩–୧୪
ଗୀତ ୧୩୪ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ମାନୋହ ଓ ତାଙ୍କ ପତ୍ନୀ ପିତାମାତାଙ୍କ ପାଇଁ ଏକ ଭଲ ଉଦାହରଣ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ବିଚା ୧୪:୨, ୩—ଶାମ୍ଶୋନ୍ କାହିଁକି ସେହି ପଲେଷ୍ଟୀୟ ଯୁବତୀକୁ “ପସନ୍ଦ” କଲେ ? (ପ୍ର୦୫-ହି ୩/୧୫ ପୃ ୨୬ ¶୧)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ବିଚା ୧୪:୫-୨୦ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
“ପ୍ରଚାର ସେବାରେ ଆହୁରି ଖୁସି ପାଆନ୍ତୁ—ନିଜ ବାଇବଲ ବିଦ୍ୟାର୍ଥୀଙ୍କୁ ବ୍ୟକ୍ତିଗତ ଅଧ୍ୟୟନ କରିବା ପାଇଁ ଶିଖାନ୍ତୁ”: (୧୦ ମି.) ଆଲୋଚନା; ନିଜ ବାଇବଲ ବିଦ୍ୟାର୍ଥୀଙ୍କୁ ବ୍ୟକ୍ତିଗତ ଅଧ୍ୟୟନ କରିବା ପାଇଁ ଶିଖାନ୍ତୁ ଭିଡିଓ ଦେଖାନ୍ତୁ ।
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପୁସ୍ତିକା ପାଠ ୦୨ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ?, ଓ ଲକ୍ଷ୍ୟ (ଶିଖାଇବା ଅଧ୍ୟୟନ ୧୭)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ମଣ୍ଡଳୀର ଆବଶ୍ୟକତା: (୧୫ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୩, ପ୍ରଶ୍ନ ୧-୨, ପୃ ୨୬
ଶେଷ ଟିପ୍ପଣୀ (୩ ମି.)
ଗୀତ ୭୯ ଏବଂ ପ୍ରାର୍ଥନା