୧୨-୧୮ ଡିସେମ୍ବର
୨ ରାଜାବଳୀ ୧୬-୧୭
ଗୀତ ୧୧୫ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଯିହୋବାଙ୍କ ଧୈର୍ଯ୍ୟର ଗୋଟିଏ ସୀମା ଅଛି”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୨ରାଜା ୧୭:୨୯—ଏହି ପଦରେ କୁହାଯାଇଥିବା “ଶମରୀୟ ଲୋକମାନେ” କିଏ ଥିଲେ ? ପରେ କେଉଁମାନଙ୍କୁ ‘ଶମରୀୟ ଲୋକ’ କୁହାଗଲା ? (ଇନସାଇଟ୍-୨ ପୃ ୮୪୭)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୨ରାଜା ୧୭:୧୮-୨୮ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । ସେହି ବ୍ୟକ୍ତି ଜଣକୁ ଆମ ୱେବସାଇଟ୍ ବିଷୟରେ କୁହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୪)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେପରି ଆପଣ ସେହି ବ୍ୟକ୍ତିଙ୍କ ସହ ଅନେକ ଥର କଥା ହୋଇସାରିଛନ୍ତି ଓ ସେ ଆହୁରି ଜାଣିବାକୁ ଚାହାନ୍ତି । ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୨୦)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୦୮ ପଏଣ୍ଟ ନଂ. ୫ (ଶିଖାଇବା ଅଧ୍ୟୟନ ୯)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ଭରସା ରଖନ୍ତୁ ଯେ ଦୁନିଆର ବିନାଶ ସମୟରେ ଆପଣଙ୍କୁ ରକ୍ଷା କରାଯିବ”: (୫ ମି.) ଆଲୋଚନା ।
ସଂଗଠନକୁ ମିଳିଥିବା ସଫଳତା: (୧୦ ମି.) ସଂଗଠନକୁ ମିଳିଥିବା ସଫଳତା—ଡିସେମ୍ବର ମାସର ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୧
ଶେଷ ଟିପ୍ପଣୀ (୩ ମି.)
ଗୀତ ୭୪ ଏବଂ ପ୍ରାର୍ଥନା