୨୮ ନଭେମ୍ବର–୪ ଡିସେମ୍ବର
୨ ରାଜାବଳୀ ୧୧-୧୨
ଗୀତ ୫୯ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ବଡ଼ ହେବାର ଇଚ୍ଛା ଯୋଗୁଁ ଜଣେ ଦୁଷ୍ଟ ମହିଳାକୁ ଦଣ୍ଡ ମିଳିଲା”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୨ରାଜା ୧୨:୧— ଯିହୋବା ଯୋୟାଶ୍ର ଜୀବନ ବଞ୍ଚାଇଲେ, ଏହା କାହିଁକି ଏକ ବଡ଼ କଥା ଥିଲା ? (ଇନସାଇଟ୍-୧ ପୃ ୧୨୬୫-୧୨୬୬)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୨ରାଜା ୧୧:୧-୧୨ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୪)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେପରି ଆପଣ ସେହି ବ୍ୟକ୍ତିଙ୍କ ସହ ଅନେକ ଥର କଥା ହୋଇସାରିଛନ୍ତି ଓ ସେ ଆହୁରି ଜାଣିବାକୁ ଚାହାନ୍ତି । ତାଙ୍କୁ କୁହନ୍ତୁ ଯେ ଆମେ ଲୋକମାନଙ୍କୁ ବାଇବଲ ଅଧ୍ୟୟନ ମଧ୍ୟ କରାଉ ଓ ତାʼ ପାଇଁ କିଛି ପଇସା ନିଆଯାଏ ନାହିଁ । ତାʼ ପରେ ତାଙ୍କୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଓ ବାଇବଲ ଅଧ୍ୟୟନ କିପରି ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୩)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ୦୮ ଭାବନ୍ତୁ ଓ ଶିଖନ୍ତୁ ଏବଂ ପଏଣ୍ଟ ନଂ. ୪ (ଶିଖାଇବା ଅଧ୍ୟୟନ ୬)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ଖ୍ରୀଷ୍ଟିୟାନମାନେ କାହିଁକି ଆଗକୁ ବଢ଼ିବା ଉଚିତ୍ ?: (୧୫ ମି.) ଆଲୋଚନା; ଆଗକୁ କାହିଁକି ବଢ଼ିବା ? (୧ତୀମ ୩:୧) ନାମକ ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୨୯
ଶେଷ ଟିପ୍ପଣୀ (୩ ମି.)
ଗୀତ ୭୭ ଏବଂ ପ୍ରାର୍ଥନା