୪-୧୦ ଡିସେମ୍ବର
ଆୟୁବ ୨୨-୨୪
ଗୀତ ୪୯ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ ?”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ଆୟୁ ୨୩:୧୩—ଯିହୋବାଙ୍କ ସେବା କରିବା ପାଇଁ ଆମେ ଯେଉଁ ଲକ୍ଷ୍ୟ ରଖୁ, ସେଗୁଡ଼ିକୁ ହାସଲ କରିବା ବିଷୟରେ ଆମେ ଯିହୋବାଙ୍କଠାରୁ କʼଣ ଶିଖୁ ? (ପ୍ର୦୪-ହି ୭/୧୫ ପୃ ୨୧-୨୨)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଆୟୁ ୨୨:୧-୨୨ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ଆମ ୱେବସାଇଟ୍ ବିଷୟରେ କହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ବିଷୟରେ କହନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଓ ତାʼ ଉପରେ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୨)
ଭାଷଣ: (୫ ମି.) ପ୍ର୨୧.୦୫-ହି ପୃ ୧୮-୧୯ ¶୧୭-୨୦—ବିଷୟ: ପ୍ରଚାର କାମରେ ଲାଗି ରହିଲେ ଆମେ ଯିହୋବାଙ୍କ କାମରେ ଆସିପାରିବା । (ଶିଖାଇବା ଅଧ୍ୟୟନ ୨୦)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ବାପାମାଆମାନେ, ନିଜ ପିଲାମାନଙ୍କୁ ଶିଖାନ୍ତୁ ଯେ ସେମାନେ କିପରି ଈଶ୍ୱରଙ୍କୁ ଖୁସି କରିପାରିବେ”: (୧୦ ମି.) ଆଲୋଚନା ଏବଂ ଭିଡିଓ ।
ମଣ୍ଡଳୀର ଆବଶ୍ୟକତା: (୫ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ର୨୧.୦୯-ହି ଅଧ୍ୟୟନ ଲେଖା ୩୮ ¶୧-୯
ଶେଷ ଟିପ୍ପଣୀ (୩ ମି.)
ଗୀତ ୨୫ ଏବଂ ପ୍ରାର୍ଥନା