୨୪-୩୦ ଏପ୍ରିଲ୍
୨ ବଂଶାବଳୀ ୧୩-୧୬
ଗୀତ ୩ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ସବୁ ମାମଲାରେ ଯିହୋବାଙ୍କ ଉପରେ ନିର୍ଭର ରହନ୍ତୁ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୨ବଂଶା ୧୫:୧୬—ଆସାଙ୍କ ଭଳି ଆମେ କିପରି ସାହସର ସହ କାମ କରିପାରିବା ? (ପ୍ର୧୭.୦୩-ହି ପୃ ୧୯-୨୦ ¶୭)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୨ବଂଶା ୧୪:୧-୧୫ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାଙ୍କୁ କୁହନ୍ତୁ ଯେ ଆମେ ଲୋକମାନଙ୍କ ସହ ବାଇବଲ ଅଧ୍ୟୟନ କରୁ । ତାʼପରେ ତାଙ୍କୁ ବାଇବଲରୁ ଶିଖନ୍ତୁ ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୦୯ ପଏଣ୍ଟ ନଂ. ୭ ଏବଂ କିଛି ଲୋକ କହନ୍ତି (ଶିଖାଇବା ଅଧ୍ୟୟନ ୬)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“କʼଣ ମୋ ନିଷ୍ପତ୍ତିଗୁଡ଼ିକରୁ ଜଣାପଡ଼େ ଯେ ମୁଁ ଯିହୋବାଙ୍କ ଉପରେ ନିର୍ଭର ରହେ ?”: (୧୫ ମି.)ଆଲୋଚନା ଓ ଭିଡିଓ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୪୪ ପଏଣ୍ଟ ନଂ. ୧-୪ ଏବଂ ଅଧିକ ଜାଣନ୍ତୁ ୫
ଶେଷ ଟିପ୍ପଣୀ (୩ ମି.)
ଗୀତ ୩୯ ଏବଂ ପ୍ରାର୍ଥନା