इस जानकारी को छोड़ दें

ସିଧାସଳଖ ବିଷୟ ସୂଚୀକୁ ଯାଆନ୍ତୁ

୧୧-୧୭ ମାର୍ଚ୍ଚ

ରୋମୀୟ ୧୫-୧୬

୧୧-୧୭ ମାର୍ଚ୍ଚ
  • ଗୀତ ୩୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୪ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ ।

  • ପ୍ରଥମ ସାକ୍ଷାତ: (୨ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ପ୍ରଥମ ସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାʼର ଉତ୍ତର ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୦)

  • ପ୍ରଥମ ସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାʼର ଉତ୍ତର ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୨୯

  • ଯିହୋବା “ଧୈର୍ଯ୍ୟ ଓ ସାନ୍ତ୍ୱନା” କିପରି ଦିଅନ୍ତି: (୧୫ ମି.) ଭିଡିଓ ଦେଖାନ୍ତୁ । ତାʼପରେ ତଳେ ଥିବା ପ୍ରଶ୍ନଗୁଡ଼ିକ ଉପରେ ଆଲୋଚନା କରନ୍ତୁ:

    • ଯିହୋବା ଆମକୁ କିପରି ସାନ୍ତ୍ୱନା ଦିଅନ୍ତି?

    • ଆପଣ ଅନ୍ୟମାନଙ୍କୁ କିପରି ସାନ୍ତ୍ୱନା ଦେଇପାରିବେ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଆମକୁ ଶିଖାଏ ଅଧ୍ୟା ୧ ¶୧୮-୨୪, ପୃ ୧୭-୧୮

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୨୮ ଏବଂ ପ୍ରାର୍ଥନା