୨୪-୩୦ ମେ
ଗଣନା ପୁସ୍ତକ ୩୪-୩୬
ଗୀତ ୩୩ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଯିହୋବାଙ୍କ ପାଖକୁ ଯାଇ ଆଶ୍ରୟ ନିଅନ୍ତୁ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ଗଣ ୩୫:୩୧—ଆଦମ ଓ ହବାକୁ ଯୀଶୁଙ୍କ ମୁକ୍ତିର ମୂଲ୍ୟର ବଳିଦାନରୁ କାହିଁକି ଲାଭ ମିଳିବ ନାହିଁ ? (ପ୍ର୯୧-ଇଂ ୨/୧୫ ପୃ ୧୩ ¶୧୩)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଗଣ ୩୪:୧-୧୫ (ଶିଖାଇବା ଅଧ୍ୟୟନ ୧୦)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାର ଉତ୍ତର ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୨)
ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୯)
ବାଇବଲ ଅଧ୍ୟୟନ: (୫ ମି.) ଖୁସିର ଖବର ପାଠ ୨ ¶୯-୧୦ (ଶିଖାଇବା ଅଧ୍ୟୟନ ୧୯)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ଯିହୋବାଙ୍କ ମିତ୍ର ହୁଅ—ଅନୁଶାସନରେ ମଧ୍ୟ ପ୍ରେମ: (୬ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ, ଯଦି ସମ୍ଭବ କିଛି ଛୋଟ ପିଲାଙ୍କୁ ପଚାରନ୍ତୁ: ବେଳେ ବେଳେ ବାପାମାଆ ଆପଣଙ୍କୁ କାହିଁକି ସୁଧାରନ୍ତି ? ଏଥିରୁ ଆପଣଙ୍କୁ କʼଣ ଲାଭ ହୁଏ ? ଯିହୋବା ଆମକୁ କାହିଁକି ସୁଧାରନ୍ତି ?
“ଯିହୋବା ପ୍ରେମ କରୁଥିବାରୁ ଆମକୁ ସୁଧାରନ୍ତି”: (୯ ମି.) ଆଲୋଚନା; “ଯିହୋବା ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି” ନାମକ ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ସୁଖୀ ପରିବାର ଭାଗ ୯
ଶେଷ ଟିପ୍ପଣୀ (୩ ମି.)
ଗୀତ ୩୪ ଏବଂ ପ୍ରାର୍ଥନା