୨୦-୨୬ ଜୁନ୍
୨ ଶାମୁୟେଲ ୧୩-୧୪
ଗୀତ ୧୨୭ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଅମ୍ନୋନର ସ୍ୱାର୍ଥର ଖରାପ ପରିଣାମ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୨ଶାମୁ ୧୪:୨୫, ୨୬—ଏହା ସତ ଯେ ଅବଶାଲୋମ ବହୁତ ସୁନ୍ଦର ଥିଲା, କିନ୍ତୁ କେଉଁ କଥା ଜଣେ ବ୍ୟକ୍ତିକୁ ପ୍ରକୃତରେ ସୁନ୍ଦର କରିଥାଏ ? (ସଜା୦୪-ଇଂ ୧୨/୨୨ ପୃ ୮-୯)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୨ଶାମୁ ୧୪:୮-୨୦ (ଶିଖାଇବା ଅଧ୍ୟୟନ ୨)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୨)
ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କୌଣସି ସାଧାରଣ ବିଷୟରେ ଏପରି କଥାବାର୍ତ୍ତା ଆରମ୍ଭ କରନ୍ତୁ, ଯାହାଫଳରେ କିଛି ପୁନଃସାକ୍ଷାତ କଲା ପରେ ଆପଣ ତାଙ୍କୁ ସଜାଗ ହୁଅ ! ସଂଖ୍ୟା ୧ ପତ୍ରିକା ଦେଇପାରିବେ । (ଶିଖାଇବା ଅଧ୍ୟୟନ ୧୮)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପାଠ ୦୫, ପଏଣ୍ଟ ନଂ. ୬ ଏବଂ କିଛି ଲୋକ କହନ୍ତି (ଶିଖାଇବା ଅଧ୍ୟୟନ ୧୮)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ବହିରୁ ବିଦ୍ୟାର୍ଥୀଙ୍କ ବିଶ୍ୱାସ ବଢ଼ାନ୍ତୁ”: (୧୫ ମି.) ଆଲୋଚନା; “ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ !” ବହିରୁ ଯିହୋବାଙ୍କ ଉପରେ ଲୋକମାନଙ୍କ ବିଶ୍ୱାସ ବଢ଼ାନ୍ତୁ ଏବଂ “ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ !” ବହିରୁ ଯୀଶୁଙ୍କ ଉପରେ ଲୋକମାନଙ୍କ ବିଶ୍ୱାସ ବଢ଼ାନ୍ତୁ ନାମକ ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୦୯
ଶେଷ ଟିପ୍ପଣୀ (୩ ମି.)
ଗୀତ ୪୭ ଏବଂ ପ୍ରାର୍ଥନା