୩୦ ମେ–୫ ଜୁନ୍
୨ ଶାମୁୟେଲ ୭-୮
ଗୀତ ୨୨ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଯିହୋବା ଦାଉଦଙ୍କ ସହ ଚୁକ୍ତି କଲେ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୨ଶାମୁ ୮:୨—ଯେବେ ଦାଉଦ ମୋୟାବୀୟମାନଙ୍କୁ ଯୁଦ୍ଧରେ ହରାଇଲେ, ତେବେ କେଉଁ ଭବିଷ୍ୟତବାଣୀ ପୂରା ହେଲା ? (ଇନସାଇଟ୍-୨ ପୃ ୨୦୬ ¶୨)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୨ଶାମୁ ୭:୧-୧୭ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୩)
ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କୌଣସି ସାଧାରଣ ବିଷୟରେ ଏପରି କଥାବାର୍ତ୍ତା ଆରମ୍ଭ କରନ୍ତୁ, ଯାହାଫଳରେ କିଛି ପୁନଃସାକ୍ଷାତ କଲା ପରେ ଆପଣ ତାଙ୍କୁ ସଜାଗ ହୁଅ ! ସଂଖ୍ୟା ୧ ପତ୍ରିକା ଦେଇପାରିବେ । (ଶିଖାଇବା ଅଧ୍ୟୟନ ୧୮)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପାଠ ୦୪, ଆମେ କʼଣ ଶିଖିଲୁ, ଆପଣ କʼଣ କହିବେ ଏବଂ ଲକ୍ଷ୍ୟ (ଶିଖାଇବା ଅଧ୍ୟୟନ ୮)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ମଣ୍ଡଳୀର ଆବଶ୍ୟକତା: (୧୦ ମି.)
“ତାଜା ଖବରଗୁଡ଼ିକ ବିଷୟରେ କଥା ହୁଅନ୍ତୁ”: (୫ ମି.) ଆଲୋଚନା ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୦୬
ଶେଷ ଟିପ୍ପଣୀ (୩ ମି.)
୨୦୨୨ ଅଧିବେଶନର ନୂଆ ଗୀତ ଏବଂ ପ୍ରାର୍ଥନା