୬-୧୨ ଜୁନ୍
୨ ଶାମୁୟେଲ ୯-୧୦
ଗୀତ ୧୨୪ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଦାଉଦ ଅନ୍ୟମାନଙ୍କୁ ଦୟା ଦେଖାଇଲେ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୨ଶାମୁ ୧୦:୪, ୫—ହାନୂନ୍ ଇସ୍ରାଏଲୀୟ ପୁରୁଷମାନଙ୍କ ସହ ଯାହା କଲା, ସେଥିରୁ ସେମାନଙ୍କ ଅପମାନ କିପରି ହେଲା ? (ଇନସାଇଟ୍-୧ ପୃ ୨୬୬)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୨ଶାମୁ ୯:୧-୧୩ (ଶିଖାଇବା ଅଧ୍ୟୟନ ୧୨)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୩)
ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କୌଣସି ସାଧାରଣ ବିଷୟରେ ଏପରି କଥାବାର୍ତ୍ତା ଆରମ୍ଭ କରନ୍ତୁ, ଯାହାଫଳରେ କିଛି ପୁନଃସାକ୍ଷାତ କଲା ପରେ ଆପଣ ତାଙ୍କୁ ସଜାଗ ହୁଅ ! ସଂଖ୍ୟା ୧ ପତ୍ରିକା ଦେଇପାରିବେ । (ଶିଖାଇବା ଅଧ୍ୟୟନ ୧୭)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପାଠ ୦୫ ପଏଣ୍ଟ ନଂ. ୪ (ଶିଖାଇବା ଅଧ୍ୟୟନ ୧୩)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ମନେ ରଖନ୍ତୁ ଯେ ପ୍ରେମ—ହିତଜନକ: (୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ଦାଉଦ ମଫୀବୋଶତ୍ ଉପରେ ଦୟା କିପରି ଦେଖାଇଲେ ? ଆମେ ଅନ୍ୟମାନଙ୍କ ଉପରେ ଦୟା କରି ସେମାନଙ୍କ ପାଇଁ କʼଣ କରିପାରିବା ?
ସଂଗଠନକୁ ମିଳିଥିବା ସଫଳତା: (୧୦ ମି.) ଜୁନ୍ ମାସର ସଂଗଠନକୁ ମିଳିଥିବା ସଫଳତା ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୦୭
ଶେଷ ଟିପ୍ପଣୀ (୩ ମି.)
ଗୀତ ୧ ଏବଂ ପ୍ରାର୍ଥନା