୧୨-୧୮ ଜୁନ୍
୨ ବଂଶାବଳୀ ୩୨-୩୩
ଗୀତ ୧୦୩ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ସମସ୍ୟା ସମୟରେ ଭାଇଭଉଣୀମାନଙ୍କ ସାହସ ବଢ଼ାନ୍ତୁ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୨ବଂଶା ୩୩:୧୫, ୧୬—ମନଃଶିଙ୍କଠାରୁ ଆମେ କʼଣ ଶିଖୁ ? (ପ୍ର୨୧.୧୦-ହି ପୃ ୪-୫ ¶୧୧-୧୨)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୨ବଂଶା ୩୨:୧-୧୫ (ଶିଖାଇବା ଅଧ୍ୟୟନ ୧୧)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୪ ମି.) ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକାର ଶେଷ ପୃଷ୍ଠା ଉପରେ ଚର୍ଚ୍ଚା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ପଚାରନ୍ତୁ ଯେ କʼଣ ସେ ବାଇବଲ ଅଧ୍ୟୟନ କରିବା ପାଇଁ ଚାହିଁବେ । (ଶିଖାଇବା ଅଧ୍ୟୟନ ୬)
ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୭)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୦ ପଏଣ୍ଟ ନଂ. ୫ (ଶିଖାଇବା ଅଧ୍ୟୟନ ୧୯)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ଧର୍ମତ୍ୟାଗୀମାନଙ୍କଠାରୁ ନିଜକୁ ରକ୍ଷା କରନ୍ତୁ”: (୧୦ ମି.) ୧୬ ପୃଷ୍ଠା ଦେଖନ୍ତୁ । ଆଲୋଚନା ଏବଂ ଭିଡିଓ ।
ମଣ୍ଡଳୀର ଆବଶ୍ୟକତା: (୫ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୪୮ ପଏଣ୍ଟ ନଂ. ୧-୪
ଶେଷ ଟିପ୍ପଣୀ (୩ ମି.)
ଗୀତ ୯୦ ଏବଂ ପ୍ରାର୍ଥନା