୧୯-୨୫ ଜୁନ୍
୨ ବଂଶାବଳୀ ୩୪-୩୬
ଗୀତ ୯୭ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“କʼଣ ଆପଣଙ୍କୁ ଈଶ୍ୱରଙ୍କ ବାକ୍ୟରୁ ପୂରା ଲାଭ ମିଳୁଛି ?”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୨ବଂଶା ୩୫:୨୦-୨୩—ରାଜା ଯୋଶୀୟଙ୍କଠୁ ଆମେ କʼଣ ଶିଖିପାରିବା ? (ପ୍ର୧୭.୦୩-ହି ପୃ ୨୭ ¶୧୫-୧୭)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୨ବଂଶା ୩୫:୧-୧୪ (ଶିଖାଇବା ଅଧ୍ୟୟନ ୨)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ କମ୍ ଶବ୍ଦରେ “ଏହି ପୁସ୍ତିକାରୁ ଅଧିକରୁ ଅଧିକ ଲାଭ ପାଇବା ପାଇଁ କʼଣ କରିବା ?” ଭାଗ ଉପରେ ଚର୍ଚ୍ଚା କରନ୍ତୁ । (ଶିଖାଇବା ଅଧ୍ୟୟନ ୭)
ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତି ଜଣକୁ ଆମ ୱେବସାଇଟ୍ ବିଷୟରେ କୁହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)
ଭାଷଣ: (୫ ମି.) ପ୍ର୧୭.୦୯-ହି ପୃ ୨୫-୨୬ ¶୭-୧୦—ବିଷୟ: ପ୍ରଚାର ସେବାରେ ବାଇବଲର ଭଲଭାବେ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୪)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“କʼଣ ଆପଣ ବାଇବଲର ଅଡିଓ ରେକଡିଙ୍ଗ୍ ଶୁଣନ୍ତି”: (୧୫ ମି.) ଆଲୋଚନା ଏବଂ ଭିଡିଓ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୪୮ ପଏଣ୍ଟ ନଂ. ୫ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୧୭ ଏବଂ ପ୍ରାର୍ଥନା