୨୬ ଜୁନ୍-୨ ଜୁଲାଇ
ଏଜ୍ରା ୧-୩
ଗୀତ ୭୫ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଯିହୋବାଙ୍କ ସେବା ପାଇଁ ନିଜକୁ ସମର୍ପଣ କରିଦିଅନ୍ତୁ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ଏଜ୍ରା ୧:୫, ୬—ଯେଉଁ ଇସ୍ରାଏଲୀୟମାନେ ବାବିଲରେ ହିଁ ରହିଗଲେ, ସେମାନଙ୍କଠାରୁ ଆମେ କʼଣ ଶିଖିପାରିବା ? (ପ୍ର୦୬-ହି ୧/୧୫ ପୃ ୧୮-୧୯ ¶୮)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଏଜ୍ରା ୨:୫୮-୭୦ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୩)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୯)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୦: ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ (ଶିଖାଇବା ଅଧ୍ୟୟନ ୮)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ଲୋକମାନଙ୍କ ସହିତ କଥାବାର୍ତ୍ତା ଆରମ୍ଭ କରି ଖୁସି ପାଆନ୍ତୁ”: (୧୫ ମି.) ଆଲୋଚନା ଏବଂ ଭିଡିଓ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୪୯ ପଏଣ୍ଟ ନଂ. ୧-୫
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୩୨ ଏବଂ ପ୍ରାର୍ଥନା