୩-୯ ଅକ୍ଟୋବର
୧ ରାଜାବଳୀ ୧୭-୧୮
ଗୀତ ୩୨ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ତମେମାନେ କେବେ ଯାଏ ଦୁଇଟି ମତକୁ ଧରି ରହିବ ?”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୧ରାଜା ୧୮:୧—ଯୀଶୁ ଏପରି କାହିଁକି କହିଲେ ଯେ ଏଲୀୟଙ୍କ ସମୟରେ ମରୁଡ଼ି “ତିନି ବର୍ଷ ଛଅ ମାସ” ରହିଲା ? [ଲୂକ ୪:୨୫; ବିଶ୍ୱାସର ଅନୁକାରୀ (ହିନ୍ଦୀ) ପୃ ୮୬, ବକ୍ସ]
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୧ରାଜା ୧୮:୩୬-୪୬ (ଶିଖାଇବା ଅଧ୍ୟୟନ ୧୦)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ଭଲ ପରାମର୍ଶ—୨ତୀମ ୩:୧୬, ୧୭ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୨)
ଭାଷଣ: (୫ ମି.) ପ୍ର୧୪-ହି ୨/୧୫ ପୃ ୧୪-୧୫ ବିଷୟବସ୍ତୁ: ଜଣେ ବିଧବାର ବିଶ୍ୱାସରୁ ଶିଖନ୍ତୁ । (ଶିଖାଇବା ଅଧ୍ୟୟନ ୧୩)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ମଣ୍ଡଳୀର ଆବଶ୍ୟକତା: (୧୫ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୨୧
ଶେଷ ଟିପ୍ପଣୀ (୩ ମି.)
ଗୀତ ୮୩ ଏବଂ ପ୍ରାର୍ଥନା