୯-୧୫ ଅକ୍ଟୋବର
ଆୟୁବ ୪-୫
ଗୀତ ୧୨୧ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଭୁଲ ସୂଚନାରୁ ସାବଧାନ ରହନ୍ତୁ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ଆୟୁ ୪:୪—ଆୟୁବ କେଉଁ ମାମଲାରେ ଆମ ପାଇଁ ଗୋଟିଏ ଭଲ ଉଦାହରଣ ରଖିଲେ ? (ପ୍ର୦୩-ହି ୫/୧୫ ପୃ ୨୨ ¶୫-୬)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଆୟୁ ୫:୧-୨୭ (ଶିଖାଇବା ଅଧ୍ୟୟନ ୧୦)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୨ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । (ଶିଖାଇବା ଅଧ୍ୟୟନ ୪)
ପୁନଃସାକ୍ଷାତ: (୫ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ କୁହନ୍ତୁ ଯେ ସେ jw.org ୱେବସାଇଟ୍ରେ ତଥ୍ୟ କିପରି ଖୋଜିପାରିବ ? (ଶିଖାଇବା ଅଧ୍ୟୟନ ୧୫)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୬ ପଏଣ୍ଟ ନଂ. ୫ (ଶିଖାଇବା ଅଧ୍ୟୟନ ୧୬)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ମଣ୍ଡଳୀର ଆବଶ୍ୟକତା: (୧୫ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୬୦
ଶେଷ ଟିପ୍ପଣୀ (୩ ମି.)
ଗୀତ ୩୮ ଏବଂ ପ୍ରାର୍ଥନା